ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୪ ଘଣ୍ଟାରେ ୩୯୭୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫୩୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୩ ଲକ୍ଷ ୭୧ ହଜାର ୯୦୧ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୦ ହଜାର ୫୫୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୫ ଲକ୍ଷ ୪୩ ହଜାର ୫୫୧ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୮୨୧୨।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
୨ ଗ୍ରାମବାସୀଙ୍କୁ ହତ୍ୟା କଲେ ନକ୍ସଲ…..