ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରର ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ସ୍ଥାପତ୍ୟ ଘୋଡା ସ୍ଥାନାନ୍ତର ନାହିଁ । ଏନେଇ ସରକାରୀ ସ୍ତରରେ ନିଷ୍ପତ୍ତି ହୋଇଛି | ଆଜି ବିଏମସି କମିସନର ସୂଚନା ଦେଇଛନ୍ତି | ଘୋଡା ସ୍ଥାନାନ୍ତର ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଣିବା ପରେ ଏଥିରେ ଅସନ୍ତୋଷ ପ୍ରକାଶ କରିବା ସହ ଘୋଡା ସେଠାରୁ ହଟିବ ନାହିଁ ବୋଲି କହିଛନ୍ତି ।ସ୍ମାର୍ଟସିଟି ପ୍ରକଳ୍ପ କାରଣରୁ ଘୋଡା ହଟାଇବା ଜରୁରୀ ଥିଲା । ଘୋଡା ସ୍ଥାନାନ୍ତରକୁ ନେଇ ପୂର୍ବରୁ ପ୍ରବଳ ବିରୋଧ ହୋଇଥିଲା ।






More Stories
ରାଜ୍ୟ ସରକାରଙ୍କର ୨ ବର୍ଷ ପୂର୍ତ୍ତି:ଗୌରବମୟ ଦିବସ…..
ଓଡ଼ିଶାକୁ ଜାରି ହେଲା ଆଲର୍ଟ…..
ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ପ୍ରଦାନରେ ବିଳମ୍ବ ହେଲେ କାର୍ଯ୍ୟାନୁଷ୍ଠାନ…..