ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪୨୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ,୫୫୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୫ ଲକ୍ଷ ୭୨ହଜାର ୩୪୪ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୩ ହଜାର ୨୧୭ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୭ ଲକ୍ଷ ୪୩ ହଜାର ୯୭୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୫୧୫୫।






More Stories
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..
“ଆଜି,ଭାରତ ଏକ ସ୍ଥିର ସରକାର ସହିତ ବିଶ୍ୱ ସ୍ତରରେ ପ୍ରଗତି କରୁଛି……
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……