ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଶୁକ୍ରବାର ଅପରାହ୍ନ ୨ ଟାରେ ସିବିଏସ୍ଇ ଦ୍ୱାଦଶ ବୋର୍ଡ ଫଳାଫଳ ପ୍ରକାଶ ପାଇଛି। ମୋଟ୍ ୯୯.୩୭ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ ଛାତ୍ରଙ୍କ ପାସ୍ ହାର ରହିଛି ୯୯.୧୩ ପ୍ରତିଶତ । ସେହିପରି ୯୯.୬୭ ଛାତ୍ରୀ ପାସ୍ କରିଛନ୍ତି । ପରୀକ୍ଷା ପାଇଁ ପଞ୍ଜୀକୃତ ଛାତ୍ରମାନେ ଅଫିସିଆଲ୍ ୱେବସାଇଟ୍ cbseresults.nic.in ମାଧ୍ୟମରେ ସେମାନଙ୍କର ଫଳାଫଳ ଯାଞ୍ଚ ପାଇଁ ବ୍ୟବସ୍ଥା କରାଯାଇଛି । ଫଳାଫଳ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ଜୁଲାଇ ୩୧ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ।






More Stories
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..