ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରର ଏକ ମାଛ ଫାର୍ମରେ ବିଦ୍ୟୁତ ଦୁର୍ଘଟଣାରେ ୬ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି | ଏହି ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି | ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି।






More Stories
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବ୍ୟବସାୟୀ ଅପହରଣ ମାମଲା: ପୋଲିସ-ସାମ୍ବାଦିକ ଗିରଫ…..
ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ!…..