ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୬୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬୪ ଜଣଙ୍କ ମୃତ୍ୟୁ ଘଟିଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୮ ଲକ୍ଷ ୫୬ହଜାର ୭୫୭ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୬ ହଜାର ୭୫୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୦ ଲକ୍ଷ ୧୫ ହଜାର ୮୪୪ରେ ପହଁଚିଛି। ଏବେ ଦେଶରେ ୪୧୪୧୫୯ଟି ସକ୍ରିୟ ମାମଲା ରହିଛି ।
More Stories
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..
ଫାସ୍ଟ୍ୟାଗ୍ ନ ଲଗାଇଲେ ହେବେ କଳାତାଲିକାଭୁକ୍ତ….
ୟୁକ୍ରେନ ଉପରେ ରୁଷର ୭୦୦ ଡ୍ରୋନ ମାଡ଼…..