ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୩୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୮୨୦୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭୩ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୯ ଲକ୍ଷ ୯୮ହଜାର ୧୫୮ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୮ ହଜାର ୬୮୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୧ ଲକ୍ଷ ୮୦ହଜାର ୯୬୮ରେ ପହଁଚିଛି। ଏବେ ଦେଶରେ ୩୮୮୫୦୮ଟି ସକ୍ରିୟ ମାମଲା ରହିଛି । ସେମାନଙ୍କ ମଧ୍ୟରୁ ୩,୧୧,୮୦,୯୬୮ ଜଣ ସୁସ୍ଥ ହୋଇସାରିଛନ୍ତି। ଦେଶରେ ଆରୋଗ୍ୟ ହାର ୯୭.୪୫% ରହିଥିବାବେଳେ ମୃତ୍ୟୁ ହାର ୧.୩୪% ରହିଥିବା ଜଣାଯାଇଛି।
More Stories
ନେତାନ୍ୟାହୁ ଙ୍କ ବିରୋଧରେ ଗିରଫ ପରୱାନା ଜାରି…..
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….