ରିପୋର୍ଟ କାର୍ଡ / ଭଦ୍ରକ
ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନର ୧୩ଟି ବଗି । ଭଦ୍ରକ ଚରମ୍ପା ସ୍ଥିତ ଧାମରା ରେଳ ଓଭରବ୍ରିଜ ନିକଟରେ ଟ୍ରେନ୍ ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ଖାଲିଥିବା ଟ୍ରେନଟି ଧାମରା ଅଭିମୁଖେ ଯାଉଥିବା ସମୟରେ ଏଭଳି ଅଘଟଣ ଘଟିଛି । ଖାଲି ଟ୍ରେନ୍ ରେ ମୋଟ୍ ୬୦ଟି ବଗି ଥିବା ସୂଚନା ମିଳିଛି । ଏଥିମଧ୍ୟରୁ ୧୩ଟି ବଗି ଲାଇନଚ୍ୟୁତ ହୋଇଯାଇଛି । ବର୍ତ୍ତମାନ ରେଳବାଇର ଏକ ସ୍ବତନ୍ତ୍ର ଟିମ୍ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..