ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୦,୧୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଥିବା ବେଳେ ୫୮୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩, ୨୧,୧୭, ୮୨୬ ରେ ପହଞ୍ଚିଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪,୩୦,୨୫୪ ପହଂଚିଛି | ଦେଶରେ ମୋଟ ୩,୧୩,୦୨,୩୪୫ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇସାରିଲେଣି । ସଂପ୍ରତି ୩,୮୫,୨୨୭ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି।






More Stories
‘ଯଦି ଇଥାନଲ ନଥାନ୍ତା,ପେଟ୍ରୋଲ ଲିଟର ୧୨୫…..
ଛାତ୍ରଛାତ୍ରୀଙ୍କୁ କ୍ଷମା ଦେଲେ ପ୍ରଧାନମନ୍ତ୍ରୀ……
ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ…..