ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଦିନ ୧ଟାରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ | CHSE କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଛାତ୍ରଛାତ୍ରୀ orissaresults.nic.in ୱେବସାଇଟକୁ ଯାଇ ରେଜଲ୍ଟ ଦେଖିପାରିବେ । ଚଳିତବର୍ଷ କରୋନା ପାଇଁ ପରୀକ୍ଷା ବାତିଲ ହୋଇଥିଲା | ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଫଳ ପ୍ରକାଶ କରାଯି | ଉଲ୍ଲେଖ ଯୋଗ୍ୟ- ଗତ ଜୁଲାଇ ୩୧ ତାରିଖରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିଲା । ସମୁଦାୟ ୯୪୫୩୨ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ବିଜ୍ଞାନରେ ସମୁଦାୟ ୮୯ ହଜାର ୯୫୧ ଜଣ ପାସ୍ କରିଥିଲେ ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..