ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଗାମୀ ୩ ଘଣ୍ଟା ମଧ୍ୟରେ ଗଜପତି, ଯାଜପୁର, ଭଦ୍ରକ, ବାଲେଶ୍ବର, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ଗଞ୍ଜାମ, କଟକ ଏବଂ ଖୋର୍ଦ୍ଧାରେ ବର୍ଷା ହେବା ଅଶଙ୍କା ରହିଛି । ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁଯାୟୀ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।






More Stories
ଆକାଶମାର୍ଗରୁ ବନ୍ୟାସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ……
ଆଜିଠୁ ଖୋଲିଲା ଭିତରକନିକା…..
ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ….