ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଦୈନିକ କରୋନା ସଂକ୍ରମଣ ହ୍ରାସପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫୧୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୦ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୨ ଲକ୍ଷ ୮୫ହଜାର ୮୫୭ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୨ ହଜାର ୫୧୯ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୪ ଲକ୍ଷ ୮୫ହଜାର ୯୨୩ରେ ପହଁଚିଛି । ଏବେ ଦେଶରେ ୩,୩୬,୪୧୫ଟି ସକ୍ରିୟ ମାମଲା ରହିଛି ।
More Stories
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
ମହାକୁମ୍ଭରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ…..
ଅମିତ ଶାହଙ୍କ”ଗୁଣ୍ଡାରାଜ”,ଆପ୍ କର୍ମୀମାନଙ୍କୁ ଆକ୍ରମଣ….