ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ହ୍ରାସ ପାଉଛି ଦୈନିକ କରୋନା ସଂକ୍ରମଣ | ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଘଣ୍ଟାରେ ୩୬୫୭୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୪୦ ଜଣଙ୍କ ମୃତ୍ୟୁ ଘଟିଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୬୩ ଲକ୍ଷ ୬୦୫ରେ ପହଞ୍ଚିଛି । ଯାହାକି ୧୫୦ ଦିନରେ ସବୁଠାରୁ କମ୍ କେସ୍ । ରିକଭରି ରେସ୍ ୯୭. ୫୪% ରହିଛି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୩ ହଜାର ୫୮୯କୁ ବୃଦ୍ଧି ପାଇଛି। ଦେଶରେ ଚିକିତ୍ସାଧୀନ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୬୩ ହଜାର ୬୦୫ ରହିଛି।






More Stories
ପୁଣି ଆନ୍ଦୋଳନକୁ ଓହ୍ଲାଇବ CJP…..
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ବୃଦ୍ଧି ବିଲ୍ ଗୃହୀତ…..
ହକି ଇଣ୍ଡିଆ ଡିଜିଙ୍କୁ ଜବାବ ମାଗିଲେ ଦିଲୀପ…..