ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ପୁଣି ୭୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୧ ଜଣ ରହିଛନ୍ତି । ୪୪୩ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୧୮ ଜଣ ଲୋକାଲ୍ କେସ୍ ରହିଛନ୍ତି ।୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ଏହି ପଜିଟିଭଙ୍କ ସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧ ହଜାର ୬୯୮କୁ ବୃଦ୍ଧି ପାଇଛି । ହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫୨ଜଣ, ବରଗଡ଼ ଜିଲ୍ଲାରୁ ୧୮ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାର ୧୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୩୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୯ଜଣ, ମାଲକାନାଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ରୁ ୬୪ଜଣ ରହିଛନ୍ତି ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……