ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୟାଗଡ଼ ଶିଶୁ କନ୍ୟା ପରୀ ହତ୍ୟା ମାମଲାରେ ହାଇକୋର୍ଟ ଯିବାକୁ କହିଲେ ସୁପ୍ରିମକୋର୍ଟ। ହାଇକୋର୍ଟରେ ଆବେଦନ କରିବାକୁ ପରୀର ପରିବାରକୁ ସୁପ୍ରିମକୋର୍ଟ କହିଛନ୍ତି । ପରି ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ପରୀର ମାଆ। ପ୍ରଥମେ ରିଟ୍ ଓ ପରେ ସ୍ପେଶାଲ ଲିଭ୍ ପିଟିସନ ଜରିଆରେ ଏନେଇ ଆବେଦନ କରାଯାଇଥିଲା। ଉଲେଖ ଯୋଗ୍ୟ – ନୟାଗଡ଼ ଯଦୁପୁର କୁନି ଝିଅ ପରୀ ଅପହରଣ ହତ୍ୟା ୨୦୨୦ ଜୁଲାଇ ୧୪ ତାରିଖରେ ଘଟିଥିଲା | ପରୀ ଗାଁ ଦାଣ୍ଡରେ ଖେଳୁଥିବା ବେଳେ ଅପହରଣ ହୋଇଥିଲା ଏବଂ ଅପହରଣର ୭ ଦିନ ପରେ ପରୀର ମୃତଦେହ ମିଳିଥିଲା।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..