ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୩୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଯାହା ୧୫୬ ଦିନ ମଧ୍ୟରେ ସର୍ବନିମ୍ନ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫,୪୬୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫୪ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୨୪ ଲକ୍ଷ ୭୪ ହଜାର ୭୭୩ରେ ପହଞ୍ଚିଛି । ସେହିପରି ମୋଟ ଆକ୍ଟିଭ କେସ ରହିଛି ୩ ଲକ୍ଷ ୧୯ ହଜାର ୫୫୧ ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..