ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଚିକିତ୍ସାଧୀନ ଅବସ୍ଥାରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩,କଟକରୁ ୨, ଯାଜପୁରର ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୧୧୪ରେ ପହଞ୍ଚିଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..