ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ୫ ଦିନ ଯାଏ ଭୁବନେଶ୍ୱର ସବ୍କଲେକ୍ଟର ଅଫିସ ଓ ତହସିଲ ଅଫିସ ବନ୍ଦ। ଉଭୟ ଅଫିସ୍ର ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ୨୧ ତାରିଖ ଯାଏ ଉଭୟ ଅଫିସ୍ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଗତ କିଛିଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ କମିଥିବା ବେଳେ ଏବେ ପୁଣି ଧୀରେ ଧୀରେ ସଂକ୍ରମଣ ବଢ଼ୁଥିବା ଦେଖିବାକୁ ମିଳିଛି। ଜୁଲାଇ ୧୫ର ରିପୋର୍ଟ ଅନୁସାରେ, ରାଜ୍ୟରେ ୫୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଜୁଲାଇ ୧୬ରି ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ରାଜ୍ୟରେ ୬୨୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।






More Stories
ଭଡ଼ାଘର ଦେବେ ସରକାର…..
୧୯ରୁ ମାଟ୍ରିକ ପରୀକ୍ଷା……
ଆସିଲା ସୁଭଦ୍ରା ଟଙ୍କା…..