ରିପୋର୍ଟ କାର୍ଡ / ସମ୍ବଲପୁର
OCCL ସିନିୟର ମ୍ୟାନେଜର ରଞ୍ଜନ ଡାଙ୍ଗଙ୍କ ଘରେ ଭିଜିଲାନ୍ସ ରେଡ଼ କରିଛି | ସମ୍ବଲପୁର ସ୍ଥିତ ଚୈତନ୍ୟନଗର ଘର ସହ ବିଭିନ୍ନ ସ୍ଥାନରେ ରେଡ ଜାରି ରଖିଛି ଭିଜିଲାନ୍ସ । ଖବର ଅନୁଯାୟୀ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ OCCL ସିନିୟର ମ୍ୟାନେଜର ରଞ୍ଜନ ଡାଙ୍ଗଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି କରାଯାଇଛି । ଏକାକାଳୀନ ବିଭିନ୍ନ ସ୍ଥାନରେ ରେଡ୍ କରାଯାଉଛି । ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..