ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୦୨୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୬ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୪ ଲକ୍ଷ ୭୮ ହଜାର ୪୧୯ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୫ ହଜାର ୧୩୩ରେ ପହଞ୍ଚିଛି। ଏବେ ଦେଶରେ ୩୧୮୧୮୧ ସକ୍ରିୟ ମାମଲା ରହିଛି ।ସେହିପରି ୩୨୭୧୫୧୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।






More Stories
ଭାରତ-ବାଂଲାଦେଶ ତିକ୍ତତା ବୃଦ୍ଧି….
ପ୍ରଦୂଷଣ ଆମ ପାଇଁ ହୋଇଛି : ନୀତିନ ଗଡକରୀ……
ବାଂଲାଦେଶରେ ଘରୁ ବାହାରିବା ଏବଂ ନାମ କହିବାକୁ ଡରୁଛନ୍ତି……