ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬୧୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୫ ଲକ୍ଷ ୪ ହଜାର ୫୩୪ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୫ ହଜାର ୩୮୫ରେ ପହଞ୍ଚିଛି। ଏବେ ଦେଶରେ ୩୦୯୫୭୫ ସକ୍ରିୟ ମାମଲା ରହିଛି ।ସେହିପରି ୩୨୭୪୯୫୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଦୈନିକ ସଂକ୍ରମଣ ହାର ୧.୮୫% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୮% ରହିଛି।






More Stories
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..