ରିପୋର୍ଟ କାର୍ଡ / ପୁରୀ
ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଛି | ଆଜି ଅଶ୍ୱୀନ ମାସ କୃଷପକ୍ଷ ପ୍ରତିପଦା ତିଥି । କୋଭିଡ କଟକଣା ଯୋଗୁଁ କୌଣସି ଭକ୍ତଙ୍କୁ ଶ୍ରୀ ମନ୍ଦିର ଭିତରକୁ ପ୍ରବେଶ ଅନୁମତି ନଥିବାରୁ ,ଚଳିତ ବର୍ଷ ଶ୍ରୀକ୍ଷେତ୍ରେରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣିରେ ଗହଳି ଦେଖିବାକୁ ମିଳିଛି। ବହୁ ଲୋକ ନିଜ ନିଜ ପିତୃ ପୁରୁଷଙ୍କ ଉଦେଶ୍ୟରେ ତର୍ପଣ ଓ ପିଣ୍ଡ ଦାନ କରିଛନ୍ତି। ଶ୍ରଦ୍ଧାଳୁମାନେ ପିତୃ ପୁରୁଷ ଙ୍କ ଉଦେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ ଅର୍ପଣ କରୁଥିବା ଦେଖିବାକୁ ମିଳିଛି। ଦୀର୍ଘ ୧୫ ଦିନ ଧରି ପିତୃପୁରୁଷଙ୍କ ଉଦେଶ୍ୟରେ ତର୍ପଣ କରିବାର ବିଧି ରହିଥିବା ବେଳେ। ଆସନ୍ତା ମହାଳୟା ଅମାବାସ୍ୟା ପଯ୍ୟନ୍ତ ପିତୃପକ୍ଷ ଚାଲୁ ରହିଥାଏ।






More Stories
ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬….
ଫିଟିଲା ଯାଜପୁର ଗୁଳି କାଣ୍ଡର ଗୁମର: ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର…..
ମାନସ ମଙ୍ଗରାଜଙ୍କୁ ବଡ଼ ଦାୟିତ୍ୱ…..