ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ୧୮୭୯୫ ହଜାର କରୋନା ପଜିଟିଭ୍ ଚିହ୍ନଟ ଚିହ୍ନଟ ହୋଇଥିବା ବେଳେ ୧୭୯ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଆଜିର ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୬ ଲକ୍ଷ ୯୭ ହଜାର ୫୮୧ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୭ ହଜାର ୩୭୩ରେ ପହଞ୍ଚିଛି। ଏବେ ଦେଶରେ ୨୯୨୨୦୬ ସକ୍ରିୟ ମାମଲା ରହିଛି । ସେହିପରି ୩୨୯୫୮୦୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।






More Stories
ବୈଠକ ପରେ ନୂଆ ଟିମ ଘୋଷଣା କଲା CJP, ୧୨ ଜଣଙ୍କୁ ଦାୟିତ୍ୱ…..
ସ୍କୁଲରେ ଗୁଳିକାଣ୍ଡ;୭ ମୃତ, ୨୦ ଆହତ……
ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ…..