ରିପୋର୍ଟ କାର୍ଡ / ଭୁବନେଶ୍ୱର
ବସ-ଡମ୍ଫର ମୁହାଁମୁହିଁ ଧକ୍କା ହୋଇ ୭ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ ଯାତ୍ରୀ ଆହତ ହୋଇଛନ୍ତି | ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ମଧ୍ୟପ୍ରଦେଶର ଭିଣ୍ଡ୍ ଜିଲ୍ଲାର ଚୌରାହା ଥାନା ଅନ୍ତର୍ଗତ ଡାଁଗ ବିରଖଡୀ ନିକଟରେ । ଉକ୍ତ ଯାତ୍ରୀବାହୀ ବସଟି ଗ୍ୱାଲିୟର ଠାରୁ ବରେଲୀ ଯାଉଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରେ ସ୍ଥାନୀୟଲୋକେ ପହଞ୍ଚି ତୁରନ୍ତ ପୁଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଛି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।






More Stories
NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ…..
ପୁଣି ଆନ୍ଦୋଳନକୁ ଓହ୍ଲାଇବ CJP…..
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ବୃଦ୍ଧି ବିଲ୍ ଗୃହୀତ…..