ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମହାଜନୟକ ଜାତିରପିତା ମହାତ୍ମା ଗାନ୍ଧୀଙ୍କ ୧୫୨ ତମ ଜନ୍ମ ଜୟନ୍ତୀ | ଗାନ୍ଧୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଅହିଂସା ମନ୍ତ୍ରକୁ ପାଥେୟ କରି ଲୋକଙ୍କ କଲ୍ୟାଣ ସହ ଦେଶକୁ ଶାନ୍ତି ଓ ମୈତ୍ରୀର ମାର୍ଗରେ ଅଗ୍ରସର କରାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଛନ୍ତି।
More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……