ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆର୍ଯ୍ୟନ୍ ଖାନଙ୍କ ଜାମିନ୍ ଖାରଜ ହୋଇଛି। ଆସନ୍ତା ୭ ତାରିଖ ଯାଏଁ ଆର୍ଯ୍ୟନଙ୍କୁ ରିମାଣ୍ଡରେ ନେବ ଏନ୍ସିବି। ଡ୍ରଗ୍ସ କାରବାର ମାମଲାରେ ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନକୁ ଆଉ ୩ ଦିନ ପାଇଁ ରିମାଣ୍ଡରେ ନେଇ ପଚରାଉଚରା କରିବାକୁ ଅନୁମତି ଦେଇଛନ୍ତି କୋର୍ଟ । ଆର୍ଯ୍ୟନ୍ଙ୍କ ସମେତ ଅରବାଜ ମର୍ଚାଣ୍ଟ ଏବଂ ମୁନମୁନ ଦମେଚାଙ୍କୁ ମଧ୍ୟ ଆସନ୍ତା ୭ ତାରିଖ ଯାଏଁ ରିମାଣ୍ଡରେ ନେଇଛି NCB। ଅକ୍ଟୋବର ୧୩ ତାରିଖରେ ଯାଏଁ ଏହି ୩ ଜଣଙ୍କୁ ରିମାଣ୍ଡରେ ନେବାକୁ କୋର୍ଟଙ୍କୁ ଅପିଲ କରିଥିଲା NCB । କିନ୍ତୁ ୩ ଦିନ ପାଇଁ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ ।






More Stories
ଦେଶ ଏକ ବଡ଼ ‘ଆର୍ଥିକ ଝଡ଼’ର ସମ୍ମୁଖୀନ ହେବାକୁ ଯାଉଛି…..
୨୦ରେ ମିଳିବନି ଔଷଧ…..
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ବୃଦ୍ଧି…..