ରିପୋର୍ଟ କାର୍ଡ / ପୁରୀ
ପୁରୀ ବେଳାଭୂମିରେ ଭାସିଗଲେ ୩ ପର୍ଯ୍ୟଟକ। ୨ଜଣଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟଜଣେ ନିଖୋଜ ଥିବା ସୂଚନା ମିଳିଛି | ଉଦ୍ଧାର ହୋଇଥିବା ୨ ପର୍ଯ୍ୟଟକଙ୍କ ଅବସ୍ଥା ଗୁରୁତର ରହିଛି | ଅନ୍ୟପଟେ ନିଖୋଜ ଥିବା ପର୍ଯ୍ୟଟକଙ୍କୁ ଖୋଜିବା ପାଇଁ ପ୍ରଶାସନ ପ୍ରୟାସ ଜାରି ରଖିଛି ।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….