ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିରରେ ପରିସରରେ ଜଣେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ ହୋଇଛି। ବାମନ ମନ୍ଦିରରେ ଜଣେ ପୂଜକ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିବା ନେଇ ଜଣାପଡିଛି । ନାବାଳିକାଙ୍କ ପରିବାର ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦାୟର କରାଯାଇଛି | ପକ୍ସୋ ଆକ୍ଟରେ ମାମଲା ରୁଜୁ ସହ ଅଭିଯୁକ୍ତକୁ ଅଟକ ରଖିଛି ପୋଲିସ୍। ଅସଦାଚରଣର ଶିକାର ନାବାଳିକା ପୁରୀ ବାହାରର ହୋଇଥିବା ସୂଚନା ମିଳିଛି। ତେବେ ଶ୍ରୀମନ୍ଦିର ମଧ୍ୟରେ ଏପରି ଘଟଣା ପ୍ରକାଶ ପାଇବା ପରେ ପ୍ରତିକ୍ରିୟା ମଧ୍ୟ ପ୍ରକାଶ ପାଇବା ସହ ମନ୍ଦିର ମଧ୍ୟରେ ଏପରି କାର୍ଯ୍ୟ ଯଦି ସତ ହୋଇଥିବ ତେବେ ସାଙ୍ଘାତିକ ବୋଲି ଅନେକ ବୁଦ୍ଧୀଜିବୀ କହିଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..