ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାମ୍ମୁ-କାଶ୍ମୀର ରଜୌରି ସେକ୍ଟରରେ ଆତଙ୍କବାଦୀଙ୍କ ସହ ଯବାନଙ୍କର ମୁହାଁମୁହିଁ ହୋଇଛି | ଆତଙ୍କବାଦୀ ସହ ଯବାନଙ୍କର ଗୁଳି ବିନିମୟ ହୋଇଥିଲା । ଏହି ସଂଘର୍ଷରେ ୫ ଯବାନ ସହିଦ ହୋଇଛନ୍ତି। ରଜୌରି ସେକ୍ଟର ପୀରପଞ୍ଜଲ ରେଞ୍ଜ ଅଞ୍ଚଳରେ ଆକ୍ରମଣ କରିଥିଲେ ଆତଙ୍କବାଦୀ । ଆତଙ୍କବାଦୀ ବିରୋଧ ଅଭିଯାନ ବେଳେ ଗୁଳି ବିନିମୟ ହୋଇଥିଲା । ୫ ଯବାନ ସହିଦ ହୋଇଥିବା ନେଇ ସମ୍ବାଦ ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ସୂଚନା ମିଳିଛି |






More Stories
ରେଲୱେ ଟ୍ରାକରେ ବିସ୍ଫୋରଣ,୨୩ ମୃତ,୪୭ ଆହତ…..
ରନ୍ଓ୍ବେରେ ପିଟିହେଲା ବିମାନ…..
ପୁଲୱାମା ଆକ୍ରମଣର ମାଷ୍ଟର ମାଇଣ୍ଡକୁ ହତ୍ୟା……