ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜିଲ୍ଲା ପରିଷଦ ସଭାପତି ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଇଛି । ଅନୁସୂଚିତ ଜାତି ପାଇଁ ୪ ଜିଲ୍ଲା ସଂରକ୍ଷିତ ରହିଛି । ସେହିପରି ୧୫ ଜିଲ୍ଲାର ଜିଲ୍ଲା ସଭାପତି ପଦ ଅଣ ସଂରକ୍ଷିତ । ମହିଳାମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷିତ ରହିଛି ।ସେହିଭଳି ଅନୁସୂଚିତ ଜନଜାତି ପାଇଁ ୧୦ ଜିଲ୍ଲା ସଂରକ୍ଷିତ ରହିଛି । ୪ ଜିଲ୍ଲାର ଆସନ ପଛୁଆ ବର୍ଗ ପାଇଁ ସଂରକ୍ଷିତ ରହିଛି । ଅନୁଗୋଳ, କେନ୍ଦୁଝର, ଖୋର୍ଦ୍ଧା ଓ ଗଜପତି ଜିଲ୍ଲା ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷିତ ଅଛି ।






More Stories
ସ୍ନାନ ଯାତ୍ରା ପ୍ରସ୍ତୁତି;ପହଣ୍ଡି ପ୍ରାତଃ ୫ ଟା ରୁ!…..
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……