Report Card Odisha

| Daily Odia News

ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୫୯୬ ନୂଆ ଆକ୍ରାନ୍ତ ଚିହ୍ନଟ, ୧୬୬ ମୃତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ୧୩,୫୯୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୬ ମୃତ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୦ ଲକ୍ଷ ୮୧ ହଜାର ୩୧୫ରେ ପହଁଚିଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୨ ହଜାର ୨୯୦ରେ ପହଞ୍ଚିଛି । ଏବେ ଦେଶରେ ୧୮୯୬୯୪ ସକ୍ରିୟ ମାମଲା ରହିଛି । ସେହିପରି ୩୩୪୩୯୩୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Breaking News