ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ମଙ୍ଗଳବାର ଓ ଆସନ୍ତାକାଲି ଅର୍ଥାତ ବୁଧବାର ଦୁଇ ଦିନ ବ୍ୟାଙ୍କ ବନ୍ଦ ରହିବ। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି । ଆଜି ଇଦ୍-ମିଲାଦ ପାଇଁ ରାଜ୍ୟରେ ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଂ ଅନୁଷ୍ଠାନ ବନ୍ଦ ରହିବ । ସେହିପରି ଆସନ୍ତାକାଲି ଗଜଲକ୍ଷ୍ମୀ ପୂଜା ପାଇଁ ବ୍ୟାଙ୍କ ବନ୍ଦ ରହିବ । ଏହିଦିନରେ କୁମାର ପୂର୍ଣ୍ଣିମା ବି ପାଳନ କରାଯାଏ ।






More Stories
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..