ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩୦୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୪ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୦ ଲକ୍ଷ ୯୪ ହଜାର ୩୭୩ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୨ ହଜାର ୪୫୪ରେ ପହଞ୍ଚିଛି । ଏବେ ଦେଶରେ ୧୮୩୧୧୮ ସକ୍ରିୟ ମାମଲା ରହିଛି । ସେହିପରି ୩୩୪୫୮୮୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।






More Stories
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..