ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬୩୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬୬ ଆକ୍ରାନ୍ତଂକର ମୃତ୍ୟୁ ହୋଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୧ ଲକ୍ଷ ୫୯ ହଜାର ୫୬୨ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୩ ହଜାର ୭୦୮ରେ ପହଞ୍ଚିଛି । ଏବେ ଦେଶରେ ୧୭୩୭୨୮ ସକ୍ରିୟ ମାମଲା ରହିଛି ।






More Stories
ଔଷଧ ଉପରେ ୧୦୦ ପ୍ରତିଶତ ଟାରିଫ୍ ଲଗାଇଲେ ଟ୍ରମ୍ପ…..
ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍…..
ବିମାନରେ ନିଆଁ….