ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜିଠାରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ଶ୍ରେଣୀଗୃହରେ ପାଠପଢା ଆରମ୍ଭ ହୋଇଛି । କୋଭିଡ ସଂକ୍ରମଣ ହ୍ରାସ ପାଇବା ପରେ ପୂର୍ବରୁ ରାଜ୍ୟରେ ୯ମ ଓ ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ନିମନ୍ତେ ଶ୍ରେଣୀଗୃହରେ ପାଠପଢା ଆରମ୍ଭ ହୋଇସାରିଛି । ସୋମବାର ଠାରୁ ଅଷ୍ଟମ ଏବଂ ଏକାଦଶ ପିଲାଙ୍କ ପାଇଁ ସ୍କୁଲ ଆସି ପାଠପଢିବାକୁ ଅନୁମତି ଦିଆଯାଇଛି । କୋଭିଡ ନିୟମାବଳୀକୁ ସମ୍ପୂର୍ଣ୍ଣ ଭାବରେ ପାଳନ କରାଯାଇ ଶ୍ରେଣୀଗୃହରେ ଶିକ୍ଷାଦାନ ଆରମ୍ଭ ହୋଇଥିବାବେଳେ ଉଭୟ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଛାତ୍ର ଛାତ୍ରୀ ଶ୍ରେଣୀଗୃହରେ ତୁଣ୍ଡି ପିନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..