ରିପୋର୍ଟ କାର୍ଡ / ପୁରୀ
ବୁଧବାର କାର୍ତ୍ତିକ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର ହେବ। ଏହି ନୀତି ଅପରାହ୍ଣ ୪ଟାରୁ ଆରମ୍ଭ ହେବ। ପ୍ରାୟ ୩ ଘଣ୍ଟା ଧରି ଏହି ନୀତିକାନ୍ତି ଚାଲିବ। ଏହି ଦୃଷ୍ଟିରୁ ବୁଧବାର ଅପରାହ୍ଣ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ରାତି ପ୍ରାୟ ସାଢ଼େ ୭ଟାରୁ ୮ଟା ଭିତରେ ବନକଲାଗି ନୀତି ସରିବ। ଏହା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..