ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଆଜିଠୁ ୨ ତାରିଖ ଯାଏଁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ। ହାସହ ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡିକ ହେଲା- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର। ଅନ୍ୟ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲକା ପବନ ବହିବ |






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..