ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେଉଛି | କୋଭିଡ୍-୧୯ କଟକଣାରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପାଠ ପଢ଼ାଯିବ। ପିଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀ ଆଜିଠାରୁ ଶ୍ରେଣୀଗୃହ ରେ ପାଠପଢିବେ। ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟ ଛାତ୍ରାବାସ ଖୋଲିବ। ୧୫ ରୁ ପିଜି ପ୍ରଥମ ବର୍ଷ ଅଫଲାଇନ ପାଠପଢ଼ା ଆରମ୍ଭ ହେବ। ଏନେଇ ଉଚ୍ଚଶିକ୍ଷା ସଚିବ ରାଜ୍ୟର ସମସ୍ତ କଲେଜ ଅଧ୍ୟକ୍ଷ ଓ ବିଶ୍ଵବିଦ୍ୟାଳୟ କୁଳପତିଙ୍କୁ ଚିଠି ଲେଖିଛନ୍ତି। କୋଭିଡ କଟକଣାରେ ହେବ ପାଠପଢ଼ା।






More Stories
ଆକାଶମାର୍ଗରୁ ବନ୍ୟାସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ……
ଆଜିଠୁ ଖୋଲିଲା ଭିତରକନିକା…..
ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ….