ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୀପାବଳିରେ ବାଣ ଫୁଟାଇବାକୁ ନେଇ ଆଜି ହାଇକୋର୍ଟ ରାୟ ଶୁଣାଇଛନ୍ତି । ସବୁଜ ବାଣ ଫୁଟାଇବାକୁ ୨ ଘଣ୍ଟା ଅନୁମତି ଦେଇଛନ୍ତି ହାଇକୋର୍ଟ । ଦୀପାବଳିରେ କେବଳ ପିଇଏସଓ(ପେଟ୍ରୋଲିୟମ ଆଣ୍ଡ ଏକ୍ସପ୍ଲୋସିଭ ସେଫ୍ଟି ଅର୍ଗାନାଇଜେସନ) ଅନୁମତି ପ୍ରାପ୍ତ କ୍ରାକର ଫୁଟାଇବାକୁ ହାଇକୋର୍ଟ ଅନୁମତି ଦେଇଛନ୍ତି । ଅନ୍ୟପକ୍ଷରେ କେବଳ ଦୀପାପଳି ଦିନ ରାତିରେ ୮ଟାରୁ ୧୦ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି ।






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..