ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓକାକ୍ ସିଇଓ ଓ ଆଇଟି ବିଭାଗ ଅଧିକାରୀଙ୍କ ହ୍ୱାଟ୍ସ ଆପ୍ ଆକାଉଣ୍ଟ ହ୍ୟାକ୍ ପଛରେ ନାଇଜେରିଆ ଗ୍ୟାଙ୍ଗର ହାତ ଥିବା ସନ୍ଦେହ କରାଯାଉଛି। ଏନେଇ ତଦନ୍ତକାରୀ ଅଧିକାରୀ ହ୍ୟାକରଙ୍କ ସହ କଥା ହେବା ପରେ ଜଣାପଡିଛି । ହ୍ୟାକରଙ୍କ କଥା ବାର୍ତ୍ତାରୁ ସେ ନାଇଜେରିଆର ହୋଇଥିବା ସନ୍ଦେହ ହୋଇଛି। ଓକାକ୍ ସିଇଓ ଓ ଆଇଟି ବିଭାଗ ଅଧିକାରୀଙ୍କ ହ୍ୱାଟ୍ସ ଆପ୍ ଆକାଉଣ୍ଟ ହ୍ୟାକ୍ ପରେ ଆକାଉଣ୍ଟରୁ ଟଙ୍କା ଅନ୍ୟ ବ୍ୟାଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର ହୋଇଛି। ଠକେଇ ପରେ ବିଭିନ୍ନ ଆକାଉଣ୍ଟକୁ ଟଙ୍କା ଯାଇଥିବା ଜଣାପଡିଛି। ଏନେଇ ଏକାଧିକ ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ କରିବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଚିଠି ଲେଖାଯାଇଥିବା କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……