ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଉ ସ୍ମାର୍ଟ କାର୍ଡ ନୁହେଁ, କିମ୍ବା ଆରଟିଓ ଅଫିସ୍ରେ ଧାଡ଼ି ବାନ୍ଧି ନୁହେଁ,ବରଂ ଘରେ ବସି ଡାଉନ୍ଲୋଡ୍ କରି ହେବ ଗାଡ଼ିର ସମସ୍ତ କାଗଜପତ୍ର। ଏ ନେଇ ବାଣିଜ୍ୟ ଓ ପରିବହନ ବିଭାଗ ବିଜ୍ଞପ୍ତି ଜାରି କରିଛି । ସ୍ମାର୍ଟ କାର୍ଡ ପ୍ରସ୍ତୁତ କରୁଥିବା ସଂସ୍ଥା ସ୍ମାର୍ଟ ଚିପ୍ ଲିମିଟେଡ୍ ସହ ହୋଇଥିବା ଚୁକ୍ତି ଅବଧି ଜୁଲାଇ ୨୮ରେ ଶେଷ ହୋଇଛି ।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….