Report Card Odisha

| Daily Odia News

କେନ୍ଦୁଝରରେ BSKY ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

କେନ୍ଦୁଝରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ଭିଡିଓ କନଫେରେନ୍ସିଂ ଜରିଆରେ ଯୋଜନର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ସେ ପିଇବା ପାଣି ଉପରେ ଗୁରୁତ୍ୱ ଦେଇଛନ୍ତି । ଆହୁରି ମଧ୍ୟ କେନ୍ଦୁଝରକୁ ଏକ ସମୃଦ୍ଧ ଜିଲ୍ଲା ଭାବେ ଗଢିବା ଲକ୍ଷ୍ୟ ବୋଲି ସେ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଅନେକ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଥିଲା । ଏହାସହ କାର୍ଯ୍ୟକ୍ରମରେ ଜିଲ୍ଲାର ବିଧାୟକ ଓ ସାଂସଦ ଉପସ୍ଥିତ ଥିଲେ ।

 

 

Breaking News