ରିପୋର୍ଟ କାର୍ଡ / ଭୁବନେଶ୍ୱର
ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ରେଗୁଲାର ହେବେ। ଏନେଇ ଆଜି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଯୋଗ୍ୟତା ଆଧାରରେ ସେମାନଙ୍କୁ ନିୟମିତ କରାଇବା ଲାଗି କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ଏହାଦ୍ବାରା ପ୍ରାୟ ୧୫ ଶହ ଡାଟା ଏଣ୍ଟ୍ରି ଅପରେଟର ଉପକୃତ ହେବେ | ତେବେ ଆଉଟସୋର୍ସିଂରେ ୪ଟି ବିଭାଗରେ କାର୍ଯ୍ୟରତ ଥିବା ଡାଟା ଏଣ୍ଟ୍ରି ଅପରେଟରମାନେ ନିଯୁକ୍ତି ପାଇବେ। ଲୋକାଲ ଫଣ୍ଡ ଅଡିଟ୍, ସବ୍ରେଜିଷ୍ଟ୍ରିରେ, ଲୋକସେବା ଭବନ ଓ ଗୋପବନ୍ଧୁ ଏକାଡେମୀରେ କାର୍ଯ୍ୟରତ ଡାଟା ଏଣ୍ଟ୍ରି ଅପରେଟର ନିଯୁକ୍ତି ପାଇବେ ।






More Stories
ଓଡ଼ିଶା ଡିଜିପି ନିଯୁକ୍ତି ମାମଲା;୧୮ରେ ପରବର୍ତ୍ତୀ ଶୁଣାଣି……
ଚାମେଲୀଙ୍କ ବିରୋଧରେ ଅନାସ୍ଥା ଭୋଟିଂ ଶେଷ…..
ଅବପାତର ପରିଣତ ହେବ ଲଘୁଚାପ, ରେଡ୍ ଓ୍ବାର୍ନିଂ ଜାରି…..