ରିପୋର୍ଟ କାର୍ଡ / କୋରାପୁଟ
କୋରାପୁଟ ଜିଲ୍ଲା ସୁଙ୍କି ଘାଟିରେ ୨ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ସୂଚନାନୁସାରେ, ଜାତୀୟ ରାଜପଥ ୨୬ର ସୁଙ୍କି ଘାଟି ଠାରେ ଦୁଇଟି ମାଲବାହୀ ଟ୍ରକ୍ ମୁହାଁମୁହିଁ ହୋଇଛନ୍ତି । ତେବେ କେହି ମୃତାହତ ହୋଇଛନ୍ତି ନା ନାହିଁ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।ଦୁର୍ଘଟଣା ପରେ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ଉଭୟ ଦିଗରେ ଶହଶହ ଗାଡିମଟର ଅଟକି ରହିଛି । ଏପରିକି ଓଡିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଯାତାୟତ ଠପ୍ ହୋଇଯାଇଛି ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..