ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭିଜିଲାନ୍ସ ଜାଲରେ ଫରେଷ୍ଟର । ଗଜପତି ଜିଲ୍ଲାର ନୂଆଗଡ଼ ଫରେଷ୍ଟର ଗଣେଶ ପ୍ରଧାନଙ୍କ ଘରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି । ଭିଜିଲାନ୍ସ ଟିମ୍ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି । ଫରେଷ୍ଟରଙ୍କ ଅଫିସ, ପାରଳାଖେମୁଣ୍ଡିର ଗାନ୍ଧିନଗର ସ୍ଥିତ ଭଡ଼ାଘର, ଗୋସାଣୀ ବ୍ଲକ ହରିଶ୍ଚନ୍ଦ୍ରପୁର ସ୍ଥିତ ପୈତୃକ ଘର, ଆନ୍ଧ୍ରପ୍ରଦେଶର ପୁରୁଣା ପାଟଣାରେ ଥିବା ଘର ଆଦିରେ ରେଡ୍ ଜାରିରହିଥିବା ସୂଚନା ମିଳିଛି ।






More Stories
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….
ସଚିବଙ୍କୁ ଛୁଟି ମନା…..