ରିପୋର୍ଟ କାର୍ଡ / ଭୁବନେଶ୍ୱର
ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା । ମମିତା ମେହେରଙ୍କୁ ନ୍ୟାୟ ଦେବା ଦାବିରେ ଏଭଳି ପ୍ରତିବାଦ କରାଯିବ ବୋଲି ସୂଚନା ମିଳିଛି । ଆନ୍ଦୋଳନରେ ଓଡ଼ଶାର କୋଣ ଅନୁକୋଣରୁ ହଜାର ହଜାର ଯୁବ ବିଜେପି କର୍ମୀ ଯୋଗଦେବେ । ଯେପର୍ଯ୍ୟନ୍ତ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଏବଂ ମମିତା ମେହେର ହତ୍ୟାକାଣ୍ଡର ସିବିଆଇ ତଦନ୍ତ ପାଇଁ ସରକାର ନିର୍ଦ୍ଦେଶ ଦେଇନାହାନ୍ତି, ସେ ପର୍ଯ୍ୟନ୍ତ ବିଜେପି ଆନ୍ଦୋଳନ ଜାରି ରଖିବ ବୋଲି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ କହିଛନ୍ତି ।






More Stories
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..