ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅହେତୁକ ତୈଳ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଆଜି ରଣହୁଙ୍କାର ଦେଇଛି ବିଜେଡି। ପ୍ରତିବାଦ କରି ବିଜେଡି ବିଶାଳ ବାଇକ୍ ଶୋଭାଯାତ୍ରା କରାଯାଇଛି । ଦଳର ମୁଖ୍ୟ କାର୍ଯ୍ୟାଳୟଠାରୁ କେଶରୀ ହଲ ପର୍ଯ୍ୟନ୍ତ ବିଜେଡି ପକ୍ଷରୁ ଏହି ବାଇକ ଶୋଭାଯାତ୍ରା ହୋଇଛି। କେବଳ ଏତିକି ନୁହେଁ ଦରବୃଦ୍ଧି ସହିତ ବେକାରୀ ପ୍ରସଙ୍ଗରେ କେନ୍ଦ୍ରକୁ ଘେରିଛି ବିଜେଡି। ଏହି ଶୋଭାଯାତ୍ରାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ଛାତ୍ର ଓ ଯୁବବ୍ୟାପାର ସାଧାରଣ ସମ୍ପାଦକ ପ୍ରଣବ ବଳବନ୍ତରାୟ, ଛାତ୍ର ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ସାମିଲ ହୋଇଛନ୍ତି। ଅପରପକ୍ଷେ ବିଜେଡିର ମହା ସମାବେଶ ଆୟୋଜନ କରାଯାଇଛି। ଏଥିରେ ଯାଜପୁର ନିର୍ବାଚନ ମଣ୍ଡଳୀରୁ ଶହ ଶହ ଛାତ୍ର ଯୁବକ ଓ ମହିଳା ସମାବେଶ






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….