ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଶହେ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା | କରୋନାର ନୂଆ ପ୍ରଜାତି ଓମିକ୍ରନକୁ ହେୟଜ୍ଞାନ କରିବାର ଭୁଲ କରନ୍ତୁ ନାହିଁ । ଆମକୁ ପୂର୍ବ ପରି ସତର୍କ ରହିବାକୁ ପଡ଼ିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସତର୍କ କରାଇଦିଆଯାଇଛି । ଦେଶରେ ଏବେ ୧୧ଟି ରାଜ୍ୟରେ ମୋଟ ୧୦୧ଟି ଓମିକ୍ରନ ମାମଲା ଦେଖାଦେଇଛି ବୋଲି ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି ଯେ ଆମ ଦେଶରେ ଗତ ୨୦ ଦିନ ହେଲା ଦୈନିକ ସଂକ୍ରମଣ ୧୦ ହଜାର ତଳକୁ ରହୁଛି । କି%A






More Stories
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….