ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଥିବା ଏକ ବାଣକାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଏଯାଏଁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ସକାଳ ସମୟରେ ହୋଇଥିବା ଏହି ଘଟଣାରେ ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଓ ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….