ରିପୋର୍ଟ କାର୍ଡ / ପୁରୀ
ପୁରୀ ସହରରେ ୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏପରି କଡ଼ା ପଦକ୍ଷେପ ନିଆଯାଇଛି। ୧୧ ନମ୍ବର ୱାର୍ଡରେ ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଏହି ପରିପ୍ରେକ୍ଷୀରେ ଗୋଟିଏ ହୋଟେଲ ସଂଲଗ୍ନ ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି । ସଂପୃକ୍ତ ହୋଟେଲରୁ ତିନି ଓମିକ୍ରନ ସଂକ୍ରମିତ ଚିହ୍ନଟ ହେବାପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ହୋଟେଲର ଜଣେ କର୍ମଚାରୀ ଓ ଦୁଇଜଣ ପର୍ଯ୍ୟଟକ ଓମିକ୍ରନ ପଜିଟିଭଜ ଚିହ୍ନଟ ହୋଇଛନ୍ତି । ତେବେ ସମ୍ପୃକ୍ତ ଅଞ୍ଚଳକୁ ଯାତାୟାତ ଠପ୍ କରାଯାଇଛି ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..